Wednesday, January 03, 2018

ପିଲାଙ୍କ ପାଇଁ ପହେଳି - ୩


ସଙ୍ଗ୍ରାହକ - ଗୋବିନ୍ଦ ଚନ୍ଦ୍ର ଚାନ୍ଦ



ପହେଳି - ଅଇଲା ଗଛ ତଳ ଦେଇ
କଳା ଗାଇ ଗଲା ଖାଇ । 

ଉତ୍ତର - ଉକୁଣି

ଉତ୍ସ - ଶ୍ରୀ ଗୋବିନ୍ଦ ଚନ୍ଦ୍ର ଚାନ୍ଦଙ୍କ ଦ୍ୱାରା ସମ୍ପାଦିତ ଓ ଓ ସଙ୍କଳିତ 'ଓଡ଼ିଆ ଶିଶୁ-କିଶୋର ଢଗଢ଼ମାଳି' । ବହିଟିର ପ୍ରଥମ ପ୍ରକାଶ ୨୦୧୭ ମସିହାରେ । ପ୍ରକାଶକ ହେଲେ ନୂଆଦିଲ୍ଲୀସ୍ଥ କେନ୍ଦ୍ରୀୟ ସାହିତ୍ୟ ଅକାଦେମି ।

No comments:

Post a Comment