Monday, October 08, 2018

ପିଲାଙ୍କ ଖେଳ କଉତୁକ ଗୀତ - 'ଅଲ୍ ମଲ୍'

ସଙ୍ଗ୍ରାହକ - ରାମକୃଷ୍ଣ ନନ୍ଦ


ଫଟୋ କ୍ରେଡ଼ିଟ - ୱିକିମିଡିଆ କମନ୍ସ୍

ଅଲ୍ ମଲ୍ ଢିଙ୍କି ଡଲ୍
ବେଙ୍ଗ ବଜାଏ ଢୋଲ
କିସ୍‌କା ନଗର କହିଯାଇଚି
ଏଇ ପିଲାଟି ଚୋର ।

ଉତ୍ସ - ରାମକୃଷ୍ଣ ନନ୍ଦ କୃତ 'ଓଡ଼ିଆ ଶିଶୁ ସାହିତ୍ୟ ସଙ୍କଳନ' । ୨୦୦୮  (୧୯୮୪) ଭୁବନେଶ୍ୱର : ପ୍ରକାଶକ, ଓଡ଼ିଶା ସାହିତ୍ୟ ଏକାଡ଼େମୀ । 

No comments:

Post a Comment